Masthead

ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇପାରିଲେନି ମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ଲକ ସ୍ତରରେ ସରକାରୀ ସେବା ହାସଲ ଲାଗି ରାଜ୍ୟର ୫୭ ପ୍ରତିଶତ ଲୋକ ଲାଞ୍ଚ ଦେଉଛନ୍ତି । ରାଜ୍ୟ ଭିଜିଲାନ୍ସର ୨୦୦୬ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି । ଏବେ ସେହି ହାରରେ କେତେ ପରିବର୍ତ୍ତନ ଘଟିଛି? ଗତ ୫ ବର୍ଷରେ ପଞ୍ଚାୟତି ପ୍ରଶାସନ ଅଧିନସ୍ତ କେତେ କର୍ମଚାରୀ ଓ ନିର୍ବାଚିତ ପ୍ରତିନିଧିଙ୍କ ନାମରେ କେତେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି? ଅଭିଯୁକ୍ତ ମାନଙ୍କର କେତେ ସମ୍ପତ୍ତି ଠାବ କରାଯାଇଛି ବୋଲି ଖଣ୍ଡପଡା ବିଜେଡି ବିଧାୟକ ବିଧାନସଭାରେ ପ୍ରଶ୍ନ ପଚାରିଥିଲେ । ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିନଥିଲେ । କହିଥିଲେ, ତଥ୍ୟା ସଂଗ୍ରହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା