Masthead

ଅଭିଯୋଗ ଶୁଣିଲେନି ମନ୍ତ୍ରୀ

ବ୍ରହ୍ମଗିରି(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ଅସମ୍ମାନ। ଅଭିଯୋଗ ପାଇଁ ଆସିଥିବା ବୃଦ୍ଧଙ୍କ ଅଭିଯୋଗ ନଶୁଣି ଘଉଡାଇଦେଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ। ଦର୍ଶକବନ୍ଧୁ ଏ ଚିତ୍ର ହେଉଛି ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକରେ ଆୟୋଜିତ ଆମ ଓଡିଶା, ନବିନ ଓଡିଶା କାର୍ଯ୍ୟକ୍ରମ। ଯେଉଁଥିରେ ମୁଖ୍ୟ ଅତିଥି ଭାବେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସହିତ ଯୋଗଦେଇଥିଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ। କୃଷି ମନ୍ତ୍ରୀ ରାଜା ସ୍ୱାଇଁଙ୍କ ଅଭିଭାସଣ ସରିବା ପରେ ଜଣେ ବୃଦ୍ଧବ୍ୟକ୍ତି ହାତ ଯୋଡି କିଛି ଅଭିଯୋଗ ଜଣାଇବା ପାଇଁ ଆସିଥିଲେ ମନ୍ତ୍ରୀଙ୍କ ନିକଟକୁ। ଆଉ ବୃଦ୍ଧଜଣକ କିଛି କହିବା ଆଗରୁ ତାଙ୍କୁ ସଭା ମଧ୍ୟରୁ ଘଉଡାଇ ଦେଇଥିଲେ ପୁରୀ ଉପଜିଲ୍ଲାପାଳ ଭବତରଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି