Masthead

ବିଜୁ ଯୁବବାହିନୀ ସଭାପତିଙ୍କୁ ଚିହ୍ନି ନାହାନ୍ତି ମନ୍ତ୍ରୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ବ୍ଲାକ ମେଲିଂରୁ ଆତ୍ମହତ୍ୟା । ମହେଶ୍ୱତାଙ୍କ ବ୍ଲାକ ମେଲିଂରୁ ଆତ୍ମହତ୍ୟା ଘଟଣାରେ ଖସି ଯିବାକୁ ଚେଷ୍ଟା କରୁଛନ୍ତି ମନ୍ତ୍ରୀ । ଦିର୍ଘ ବର୍ଷେ ଧରି ଏକ ମାତ୍ର ଝିଅକୁ ହରାଇ ନ୍ୟାୟ ଅପେକ୍ଷାରେ ଏ ଦପ୍ତରରୁ ସେ ଦପ୍ତରକୁ ଦୌଡି ଦୌଡି ନୟାନ୍ତ ହେଲେଣି ପରିବାର ଲୋକେ । ଶେଷରେ ବଡ଼ ଖବର ଦ୍ୱାରା ନ୍ୟାୟ ଭିକ୍ଷା କରିଛନ୍ତି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର କାଦବାହାଳୀ ଗାଁର ମଳୟ ସାହୁ ଓ ଲିଳାବତୀ ସାହୁ  ।

ଅନ୍ୟ ପକ୍ଷରେ ମହେଶ୍ୱେତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ ‘ବଡ଼ ଖବର’ ଆରମ୍ଭ କରିବା ପରେ ଏବେ ହରଡଘଣାରେ ପଡିଯାଇଛନ୍ତି ରାଜ୍ୟ ଦକ୍ଷତା ବିକାଶ ଓ ବେଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ  । ନିଜକୁ ବଂଚାଇବାକୁ ଯାଇ ଏବେ ମନ୍ତ୍ରୀ ବିଜୁ ଯୁବବାହିନୀର ସଭାପତି ଥିବା ସୁବାସ ସାହୁକୁ ଚିହ୍ନି ନଥିବା କହି ଖସିଯିବାକୁ ଚେଷ୍ଟା କରୁଛନ୍ତି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା