Masthead

ଜଳିଗଲା ମିନିଟ୍ରକ

ଖଇରା(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା କଳାଶୁଣୀ ଗ୍ରାମରେ ବିଦ୍ୟୁତତାର ଲାଗି ଜଳିଗଲା ମିନିଟ୍ରକ । ଜଳିଗଲା ଛଣ ବୋଝେଇ ମିନିଟ୍ରକ । ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର । ଗାଡ଼ିଟି ଅଡ଼ା ଅଂଚଳରୁ ଛଣ ବୋଝେଇ କରି କଳାଶୁଣୀ ଆସୁଥିଲା । ବିଦ୍ୟୁତତାର ରାସ୍ତାର ବହୁତ ତଳେ ଯାଇଥିବାରୁ ଛଣ ବୋଝେଇ ଗାଡି ସଂସ୍ପର୍ଶରେ ଆସି ନିଆଁ ଲାଗିଯାଇଥିଲା । ଦମକଳବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ