Masthead

ଜଳିଗଲା ମିନିଟ୍ରକ

ଖଇରା(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା କଳାଶୁଣୀ ଗ୍ରାମରେ ବିଦ୍ୟୁତତାର ଲାଗି ଜଳିଗଲା ମିନିଟ୍ରକ । ଜଳିଗଲା ଛଣ ବୋଝେଇ ମିନିଟ୍ରକ । ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର । ଗାଡ଼ିଟି ଅଡ଼ା ଅଂଚଳରୁ ଛଣ ବୋଝେଇ କରି କଳାଶୁଣୀ ଆସୁଥିଲା । ବିଦ୍ୟୁତତାର ରାସ୍ତାର ବହୁତ ତଳେ ଯାଇଥିବାରୁ ଛଣ ବୋଝେଇ ଗାଡି ସଂସ୍ପର୍ଶରେ ଆସି ନିଆଁ ଲାଗିଯାଇଥିଲା । ଦମକଳବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ