Masthead

ଆତ୍ମହତ୍ୟା କଲେ ନାବାଳିକା

ଯାଜପୁର (ବଡ ଖବର ବ୍ୟୁରୋ): ବିଂଝାରପୁରରେ ଘଟିଛି ଅଭାବନୀୟ ଘଟଣା | ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ନାବାଳିକା | ଯାଜପୁର ଜ଼ିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଫେତେପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବବୁରୀ ବାହାନ ସେଠିଙ୍କ ୧୪ ବର୍ଷର ନାବାଳିକା ଝିଅ, ପ୍ରାଚୀ ସେଠି ଛାତ ଉପରେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି | ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ବିଂଝାରପୁର ପୋଲିସ ପହଂଚି ମୃତ ଶରୀରକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ତଦନ୍ତ କରୁଥିବା ଦେଖିବାକୁ ମିଳିଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା