Masthead

ଆତ୍ମହତ୍ୟା କଲେ ନାବାଳିକା

ଯାଜପୁର (ବଡ ଖବର ବ୍ୟୁରୋ): ବିଂଝାରପୁରରେ ଘଟିଛି ଅଭାବନୀୟ ଘଟଣା | ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ନାବାଳିକା | ଯାଜପୁର ଜ଼ିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଫେତେପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବବୁରୀ ବାହାନ ସେଠିଙ୍କ ୧୪ ବର୍ଷର ନାବାଳିକା ଝିଅ, ପ୍ରାଚୀ ସେଠି ଛାତ ଉପରେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି | ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ବିଂଝାରପୁର ପୋଲିସ ପହଂଚି ମୃତ ଶରୀରକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ତଦନ୍ତ କରୁଥିବା ଦେଖିବାକୁ ମିଳିଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ