Masthead

ଓଡ଼ିଆ ଡାକ୍ତରଙ୍କ କରାମତି, ରାଷ୍ଟ୍ରପତିଙ୍କ ଅପରେସନ ସଫଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର କରାଯାଇଛି ବାଇପାସ ସର୍ଜରୀ । ସର୍ଜରୀ ସଫଳ ହୋଇଛି ବୋଲି ସୂଚନା ମିଳିଛି । ମଙ୍ଗଳବାର ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ସର୍ଜରୀ କରାଯାଇଥିଲା । ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତିଙ୍କର କରିଛନ୍ତି ସର୍ଜରୀ ।

ଗତ ୨୬ ତାରିଖରେ ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଫଳରେ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଦିଲ୍ଲୀ ଏମ୍ସକୁ କରାଯାଇଥିଲା ସ୍ଥାନାନ୍ତର । ଡାକ୍ତରମାନେ ଦୁଇଦିନ ନିରୀକ୍ଷଣ କରିବା ପରେ ବାଇପାସ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା