Masthead

ତ୍ରୁଟି ମାନିଲେ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ମାନିଲେ କର୍ତ୍ତୃପକ୍ଷ । ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି ବୋଲି କହିଲେ କର୍ତ୍ତୃପକ୍ଷ । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । କିନ୍ତୁ ଏହି ତ୍ରୁଟି ରେଗୁଲାର ପିଲାଙ୍କ କ୍ଷେତ୍ରରେ ହୋଇଛି କିନ୍ତୁ ଏକ୍ସରେଗୁଲାର ପିଲାଙ୍କ କ୍ଷେତ୍ରରେ ନୁହେଁ ।

ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ୍ ଡେଫିସିଟ୍ ସମସ୍ୟା ହୋଇଛି । ପିଲାଙ୍କୁ ୧୯ ମାର୍କର ଗ୍ରେସ୍ ମାର୍କ ମିଳିବ ନାହିଁ । କେବଳ ଯେଉଁ ପିଲା ସମ୍ପକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ । କିନ୍ତୁ ଯେଉଁମାନେ ଉତ୍ତର ଆଟେଣ୍ଡ କରିନଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ