Masthead

ତ୍ରୁଟି ମାନିଲେ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ମାନିଲେ କର୍ତ୍ତୃପକ୍ଷ । ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି ବୋଲି କହିଲେ କର୍ତ୍ତୃପକ୍ଷ । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । କିନ୍ତୁ ଏହି ତ୍ରୁଟି ରେଗୁଲାର ପିଲାଙ୍କ କ୍ଷେତ୍ରରେ ହୋଇଛି କିନ୍ତୁ ଏକ୍ସରେଗୁଲାର ପିଲାଙ୍କ କ୍ଷେତ୍ରରେ ନୁହେଁ ।

ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ୍ ଡେଫିସିଟ୍ ସମସ୍ୟା ହୋଇଛି । ପିଲାଙ୍କୁ ୧୯ ମାର୍କର ଗ୍ରେସ୍ ମାର୍କ ମିଳିବ ନାହିଁ । କେବଳ ଯେଉଁ ପିଲା ସମ୍ପକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ । କିନ୍ତୁ ଯେଉଁମାନେ ଉତ୍ତର ଆଟେଣ୍ଡ କରିନଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ