Masthead

ଜୁଲାଇ ମାସରେ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ମାସରେ ବସିବ ମୌାସୁମୀ ଅଧିବେଶନ । ଏନେଇ ମଙ୍ଗଳବାର ଗଣମାଧ୍ୟମକୁ ଜଣାଇଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ଜୁଲାଇ ମାସରେ ସ୍ୱାଭାବିକ ସମୟ ଅନୁସାରେ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସେ ଆଶାବାଦୀ ଅଛନ୍ତି । ତେବେ ଏ ବର୍ଷ କି ଉପାୟରେ ମୌସୁମୀ ଅଧିବେଶନ ଆରମ୍ଭ ହେବ ସେ ନେଇ ବିଚାର ବିମର୍ଶ ଚାଲିଛି ।

ସଂସଦର ଅଧିକାଂଶ ସାଂସଦମାନେ କୋଭିଡ଼ର ପ୍ରଥମ ଡୋଜ ଟିକା ନେଇସାରିଛନ୍ତି ଯେଉଁ କାରଣରୁ ଆସନ୍ତା ମାସରେ ସଂସଦର ଅଧିବେଶନ ବସିବ ବୋଲି ସରକାରୀ କର୍ତ୍ତୁପକ୍ଷ କହିଛନ୍ତି । ସେହିପରି ଜୁନ ତୃତୀୟ ସପ୍ତାହରୁ ‘ପାର୍ଲାମେଣ୍ଟ ଷ୍ଟାଣ୍ଡିଂ କମିଟି’ ଅଧିବେଶନର ମଧ୍ୟ ପୁନରାରମ୍ଭ ହେବାର ସମ୍ଭାବନା ରହିଛି । ତେବେ ୨୦୨୦ରେ କରୋନା ମହାମାରୀ ପାଇଁ ସଂସଦର ମୌସୁମୀ ଅଧିବେଶନ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ