Masthead

ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋମବାର ଠାରୁ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ । ସଂସଦ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଡାକିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ବିଲକୁ ଗୃହରେ ପାସ୍ କରାଇବା ପାଇଁ ସରକାର ଲକ୍ଷ୍ୟ ରଖିଥିବାବେଳେ ବିରୋଧୀ ଟିକାକରଣ, ଚାଷୀ ପ୍ରସଙ୍ଗ । ରାଫେଲ ଭଳି ମୁଦ୍ରାରେ ସରକାରଙ୍କୁ ଘେରିବେ ବୋଲି ସୂଚନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ବସିବ । ଏହି ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ଯାଏଁ ଚାଲିବ । ଏଥିରେ ୧୯ ଟି କାର୍ଯ୍ୟ ଦିବସ ରହିଛି ଏବଂ ୧୫ ବିଲ୍ ସଂସଦରେ ଉପସ୍ଥାପିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ