Masthead

୧୦ରେ ଓଡ଼ିଶାରେ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଏବେ ସକ୍ରିୟ ହେବାରେ ଲାଗିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୦ ତାରିଖରେ ମଧ୍ୟରେ ଓଡ଼ିଶାରେ ମଧ୍ୟ ସକ୍ରିୟ ହେବ ମୌସୁମୀ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି । ତେବେ ଉତ୍ତର ବଙ୍ଗୋପସାଗର ସମ୍ଭାବ୍ୟ ଲଘୁଚାପ ଜୁନ ୧୧ରେ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ରାଜ୍ୟକୁ ଟାଣି ଆଣିବ । ୧୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ।

ସେହିପରି ୧୧ରୁ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବ । ୧୫ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ବୌଦ୍ଧ, ଫୁଲବାଣୀ, ଆଭ୍ୟନ୍ତରୀଣ ଗଞ୍ଜାମ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର କେତେକ ସ୍ଥାନରେ ବର୍ଷା ୨୫୦ ମିମି ହୋଇପାରେ। ରାଜ୍ୟର ବାକି ଅଞ୍ଚଳରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ