Masthead

୧୦ରେ ଓଡ଼ିଶାରେ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଏବେ ସକ୍ରିୟ ହେବାରେ ଲାଗିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୦ ତାରିଖରେ ମଧ୍ୟରେ ଓଡ଼ିଶାରେ ମଧ୍ୟ ସକ୍ରିୟ ହେବ ମୌସୁମୀ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି । ତେବେ ଉତ୍ତର ବଙ୍ଗୋପସାଗର ସମ୍ଭାବ୍ୟ ଲଘୁଚାପ ଜୁନ ୧୧ରେ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ରାଜ୍ୟକୁ ଟାଣି ଆଣିବ । ୧୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ।

ସେହିପରି ୧୧ରୁ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବ । ୧୫ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ବୌଦ୍ଧ, ଫୁଲବାଣୀ, ଆଭ୍ୟନ୍ତରୀଣ ଗଞ୍ଜାମ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର କେତେକ ସ୍ଥାନରେ ବର୍ଷା ୨୫୦ ମିମି ହୋଇପାରେ। ରାଜ୍ୟର ବାକି ଅଞ୍ଚଳରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା