Masthead

୨୩ ସୁଦ୍ଧା ଫେରିଯିବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଅକ୍ଟୋବର ୨୩ ସୁନ୍ଧା ଓଡ଼ିଶାରୁ ଫେରିଯିବ  ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ ସମ୍ପୂର୍ଣ୍ଣ ଓଡ଼ିଶାରୁ ଫେରିଯିବ ବୋଲି ପାଗ ଅନୁକୂଳ ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ପାଇଁ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ବର୍ଷା ପରିମାଣ କମିବ।

ଶୁକ୍ରବାର ପୂର୍ବାହ୍ନ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଜଗତ୍‌ସିଂହପୁର, ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର