Masthead

ଅଧିକ ପିଲା ହେଲେ ଅଧିକ ସେକସନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍କୁଲ ଖୋଲିବା ନେଇ ଆଜି ପୁଣି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୦ ପ୍ରତିଶତ ସିଲାବସରେ ପାଠପଢିବେ ଛାତ୍ର ଛାତ୍ରୀ । ଗୋଟିଏ ସେକସନରେ ୨୦ ରୁ ୨୫ ପିଲା ରହିବେ । ଅଧିକ ପିଲା ହେଲେ ଅଧିକ ସେକ୍ସସନ କରାଯିବ । ୧୦୦ ଦିନର ପାଠପଢା ଆବଶ୍ୟକତା ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରବିବାର ଦିନ ମଧ୍ୟ ଖୋଲା ରହିବ ସ୍କୁଲ । ସାନିଟାଇଜ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଧାନ୍ୟ ଦିଆଯାଉଛି । ପିଲାଙ୍କ କୋଭିଡ୍ ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇନାହିଁ । ସ୍ୱାସ୍ଥ୍ୟ ବିଭାଗ କହିଲେ କୋଭିଡ୍ ଟେଷ୍ଟ କରାଯିବ । ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସିଲାବସ୍ ୩୦ ପ୍ରତିଶତ କମାଯାଇଛି । ଆଉ କମାଯିବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ