Masthead

ଅନ୍ତିମ ସଂସ୍କାର ପାଇଁ ଚାଲିଛି ପ୍ରସ୍ତୁତି, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଜନ୍ମମାଟିରେ ପହଞ୍ଚିବ ସହିଦ ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର । ଢେଙ୍କାନାଳ କାମାକ୍ଷାନଗର କେନ୍ଦୁଢିପ ଗାଁରେ ହେବ ଶେଷକୃତ୍ୟ । ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ । ମୃତ ଦେହ ମିଳିବା ପରେ ପରିବାର ଲୋକଙ୍କ ସହ ଆଖପାଖ ଗ୍ରାମ ଗୁଡିକରେ ଶୋକର ଛାଇଆ ଖେଳି ଯାଇଛି । ସାଙ୍ଗ ସାଥି ହୁଅନ୍ତୁ କି ବନ୍ଧୁ ପରିଜନ ସମସ୍ତଙ୍କ ଆଖିରେ ଲୁହ । ସରୋଜଙ୍କ ପରିବାରକୁ ଯାହା ଆବଶ୍ୟକ ଅଛି ସବୁ ପ୍ରକାର ସହଯୋଗ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଆସନ୍ତା କାଲି ସରୋଜଙ୍କର ମୃତ ଦେହ ଗାଁକୁ ଆସିବ, ଆସିଲା ପରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯିବ ବୋଲି ପୁରା ପ୍ରସ୍ତୁତି ଚାଲିଛି ଜ୍ଝ ସିକ୍କିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ଭାସିଯାଇଥିଲେ ୨୩ ଜଣ ଯବାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ