Masthead

ଜନ୍ମସ୍ଥାନ ଆନନ୍ଦପୁରରେ ପହଞ୍ଚିଲା ସହିଦ ଯବାନଙ୍କ ପାର୍ଥିବ ଶରୀର

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ଆନନ୍ଦପୁରର ବୀର ପୁଅ ସହିଦସୁଶାନ୍ତ ଖୁଣ୍ଟିଆଙ୍କ ମରଶରୀର ନିଜ ଜନ୍ମସ୍ଥାନ ଆନନ୍ଦପୁରରେ ପହଞ୍ଚିଛି। ଆନନ୍ଦପୁରରେ ବୀର ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସମସ୍ତ ଦୋକାନବଜାର ଓ ଅନୁଷ୍ଠାନ ବନ୍ଦ ରହିଛି ।

ହଜାର ହଜାର ସଂଖ୍ୟାରେ ଲୋକ ମାନେ ସହିଦଙ୍କ ପାର୍ଥିବ ଶରୀରକୁ ଶୋଭା ଯାତ୍ରାରେ ନିଜ ଜନ୍ମସ୍ଥାନକୁ ପାଛୋଟି ନେଇଛନ୍ତି। ଶୋଭାଯାତ୍ରା ପରେ ଆନନ୍ଦପୁର ବୈତରଣୀ ନଦୀ କୂଳରେ ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା