Masthead

ଆଜି ଜନ୍ମ ମାଟିରେ ପହଞ୍ଚିବ ସହିଦ ଯବାନଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ ଶେଷକୃତ୍ୟ

ବରଗଡ(ବଡ଼ ଖବର ବ୍ୟୁରୋ): ମଣିପୁରରେ ସହିଦ ହୋଇଥିବା ଓଡିଆ ଯବାନଙ୍କ ମୃତଦେହ ଆଜି ତାଙ୍କ ଜନ୍ମମାଟି ବରଗଡର ଭେଡେନ ବାଘପାଲି ଗ୍ରାମରେ ପହଞ୍ଚିବ । ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାାଦାର ସହ ହିନ୍ଦୁ ରୀତିନୀତି ଅନୁସାରେ ସମ୍ପନ୍ନ ହେବ ଶେଷକୃତ୍ୟ ।

୨୦୦୪ରେ ଆସାମ ରାଇଫଲ୍ସରେ ଯୋଗ ଦେଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ପୋଟ୍ରୋଲିଂ କରୁଥିବା ସମୟରେ ଗାଡି ଦୁର୍ଘଟଣାରେ ଯବାନଙ୍କର ମୃତ୍ୟୁ ହୋଇଥିଲା । ଏହି ଖବର ପ୍ରସାରିତ ହେବା ପରେ ବାଘପାଲି ଗାଁ ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ