Masthead

ମାଆ-ଝିଅଙ୍କୁ ଛୁରାମାଡ଼ ଘଟଣା, ରୂପେଶଙ୍କୁ ପୋଲିସର ପଚରାଉଚରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୈଳଶ୍ରୀ ବିହାର ପଡ଼ୋଶୀ ଘରେ ମହିଳା ବେଶରେ ଯୁବକଙ୍କ ଛୁରାମାଡ଼ ଘଟଣା । ଅଭିଯୁକ୍ତ ରୂପେଶ ପଣ୍ଡାଙ୍କୁ ଅଟକ ରଖିଲା କମିଶନରେଟ୍ ପୋଲିସ । ହସ୍ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ଅଟକ ରଖିଲା ପୋଲିସ । ଲୁଟ୍ ଉଦ୍ଦେଶ୍ୟରେ ମହିଳା ବେଶରେ ଘରେ ପଶିଥିବା ପୋଲିସର ସନ୍ଦେହ ।ସୋମବାର ପୂର୍ବାହ୍ନରେ ମହିଳାଙ୍କ ଘରେ କେହି ନଥିବାବେଳେ କେବଳ ମା-ଝିଅ ଥିଲେ । ଏହି ସମୟରେ ପଡୋଶୀ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ତାଙ୍କ ଘରକୁ ଆସିଥିଲେ ।

କେହି କିଛି ବୁଝିବା ଆଗରେ ମା’-ଝିଅଙ୍କୁ ଆକ୍ରମଣ କରିଥିଲେ । ପରେ ଛୁରା ମାଡ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଫଳରେ ୩ଜଣ ଯାକ ଆହତ ହୋଇଥିଲେ । ଖବରପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଁଚି ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଥିଲା । ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ