Masthead

ମାଆ-ଝିଅଙ୍କୁ ଛୁରାମାଡ଼ ଘଟଣା, ରୂପେଶଙ୍କୁ ପୋଲିସର ପଚରାଉଚରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୈଳଶ୍ରୀ ବିହାର ପଡ଼ୋଶୀ ଘରେ ମହିଳା ବେଶରେ ଯୁବକଙ୍କ ଛୁରାମାଡ଼ ଘଟଣା । ଅଭିଯୁକ୍ତ ରୂପେଶ ପଣ୍ଡାଙ୍କୁ ଅଟକ ରଖିଲା କମିଶନରେଟ୍ ପୋଲିସ । ହସ୍ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ଅଟକ ରଖିଲା ପୋଲିସ । ଲୁଟ୍ ଉଦ୍ଦେଶ୍ୟରେ ମହିଳା ବେଶରେ ଘରେ ପଶିଥିବା ପୋଲିସର ସନ୍ଦେହ ।ସୋମବାର ପୂର୍ବାହ୍ନରେ ମହିଳାଙ୍କ ଘରେ କେହି ନଥିବାବେଳେ କେବଳ ମା-ଝିଅ ଥିଲେ । ଏହି ସମୟରେ ପଡୋଶୀ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ତାଙ୍କ ଘରକୁ ଆସିଥିଲେ ।

କେହି କିଛି ବୁଝିବା ଆଗରେ ମା’-ଝିଅଙ୍କୁ ଆକ୍ରମଣ କରିଥିଲେ । ପରେ ଛୁରା ମାଡ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଫଳରେ ୩ଜଣ ଯାକ ଆହତ ହୋଇଥିଲେ । ଖବରପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଁଚି ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଥିଲା । ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ