Masthead

ଶାଶୁ ମାଡ଼ରେ ବୋହୂ ଆହାତ

କୁଜଙ୍ଗ(ବଡ଼ ଖବର ବ୍ୟୁରୋ): ଶାଶୁ ମାଡ଼ରେ ବୋହୂ ଆହାତ । ଏଭଳି ଘଟଣା ଦେଖିବାକୁ ମିଳିଛି କୁଜଙ୍ଗ ଥାନା ଚଟୁଆ ଗ୍ରାମରେ । ଶାଶୁଘର ପକ୍ଷରୁ ମାଡ଼ ମାରିବାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ପ୍ରତିମା ଦାସ ୬ ବର୍ଷ ତଳେ ଚଟୁଆ ଗ୍ରାମରେ ବିବାହ କରିଥିଲେ । ଅଧିକ ଯୌତୁକ ପାଇଁ ଶାଶୁ ଓ ଦେଢଶୁର ପ୍ରତିମାଙ୍କୁ ବାରମ୍ବାର ମାନସିକ ଓ ଶାରିରୀକ ନିର୍ଯାତନା ଦେଉଥିଲେ । ପ୍ରତିମା ବାରମ୍ବାର ପୋଲିସକୁ ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥଲେ । ବୁଧବାର ପ୍ରତିମାଙ୍କ ଶାଶୁ ତାଙ୍କୁ ମାଡ଼ ମାରିବା ସହିତ ତଣ୍ଟି ଚିପି ମାରିବାକୁ ଉଦ୍ୟମ କରୁଥିଲେ । ଏନେଇ ପରିବାର ଲୋକେ ପୁଣି ଥରେ ପୋଲିସରେ ଅଭିଯୋଗ କରିଥିଲେ । ପୋଲିସ ଅଭିଯୋଗକାରୀଙ୍କୁ ବୁଝାଇ କୁଜଙ୍ଗ ମେଡ଼ିକାଲକୁ ପଠାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ