Masthead

ଦୁଇ ଛୁଆଙ୍କୁ ମାରିଦେଲା ମା’

କେନ୍ଦୁଝର(ବଡ଼ ଖବର ବ୍ୟୁରୋ):  ନିଜ ସନ୍ତାନକୁ ନିଜ ହାତରେ ମାରିଲା ମା । ଏଭଳି ଜଘନ୍ୟ କାଣ୍ଡ ଘଟିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଜୁଆଙ୍ଗ ସାହିରେ । ଦୁଇ ଛୁଆଙ୍କୁ ମାରିଦେଲା ମା । ମହିଳାଙ୍କର ନାମ ହେଉଛି ଲକ୍ଷ୍ମୀ । ୪ ବର୍ଷତଳେ ନିଜର ବର୍ଷକର ଝିଅକୁ ପାଣିରେ ପକାଇ ମାରିଥିଲେ ଉକ୍ତ ମହିଳା ଜଣଙ୍କ । ଏହା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ହୋଇଥିଲା । ୨ ବର୍ଷ ଜେଲରୁ ଫେରିଲା ପରେ ପୁଣି ଆଜି ଘଟାଇଛି ଆଉ ଏକ ବିଭତ୍ସ କାଣ୍ଡ । ୨୦ ଦିନର ଶିଶୁପୁତ୍ରକୁ ଟାଙ୍ଗିଆରେ ହାଣି ମାରିଥିଲା । ଟାଙ୍ଗିଆରେ ହାଣି ପୁଅର ମୁଣ୍ଡ ଓ ଗଣ୍ଡି ଅଲଗା କରିଦେଇଥିଲା । ଖବର ପାଇ ପୁଲିସ ଗାଁରେ ପହଞ୍ଚିଥିଲା । ଲକ୍ଷ୍ମୀଙ୍କୁ ଗିରଫ କରିବା ସହ ଟାଙ୍ଗିଆ ଜବତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା