Masthead

ମାଆର ଆକଟ ନେଲା ପୁଅର ଜୀବନ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ମାଆର ଆକଟ ନେଲା ପୁଅର ଜୀବନ । ଖେଳିବାକୁ ମାଆ ମନା କରିବାରୁ ପୁଅ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିବା ଘଟଣା ଧର୍ମଗଡରେ ଶୋକର ଛାୟା ଖେଳାଇ ଦେଇଛି । ଗଞ୍ଜାମ ଜିଲ୍ଲା ଭବାନୀପୁର ଗାଁର ସ୍ମୃତିରେଖା ପାତ୍ର ୧୧ବର୍ଷର ପୁଅ ଓଁସାଇ ସହ ଡିସେମ୍ବର ୧୦ରେ ଧର୍ମଗଡରେ ଥିବା ତାଙ୍କ ସମ୍ପର୍କିୟଙ୍କ ଘରକୁ ଆସିଥିଲେ । ରବିବାର ଅପରାହ୍ନରେ ଓଁ ସାଇ ଖେଳୁଥିବା ବେଳେ ମାଆ ସ୍ମୃତିରେଖା ତାଗିଦ କରିଥିଲେ ।

ରାଗିଯିବା ସହିତ ମାନସିକ ଭାରସାମ୍ୟ ହରାଇ ଓଁ ସାଇ ଘରକୁ ଫେରି ଗାଧୁଆ ଘରେ ପଶି ଭିତର ପଟୁ କବାଟ ବନ୍ଦ କରିଦେଇଥିଲେ । ପରେ ଗଳାରେ ଗାମୁଛା ଲଗେଇ ଆତ୍ମହତ୍ୟା କରିଥିଲେ । ପରିବାର ଲୋକେ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା