Masthead

ମାଆର ଆକଟ ନେଲା ପୁଅର ଜୀବନ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ମାଆର ଆକଟ ନେଲା ପୁଅର ଜୀବନ । ଖେଳିବାକୁ ମାଆ ମନା କରିବାରୁ ପୁଅ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିବା ଘଟଣା ଧର୍ମଗଡରେ ଶୋକର ଛାୟା ଖେଳାଇ ଦେଇଛି । ଗଞ୍ଜାମ ଜିଲ୍ଲା ଭବାନୀପୁର ଗାଁର ସ୍ମୃତିରେଖା ପାତ୍ର ୧୧ବର୍ଷର ପୁଅ ଓଁସାଇ ସହ ଡିସେମ୍ବର ୧୦ରେ ଧର୍ମଗଡରେ ଥିବା ତାଙ୍କ ସମ୍ପର୍କିୟଙ୍କ ଘରକୁ ଆସିଥିଲେ । ରବିବାର ଅପରାହ୍ନରେ ଓଁ ସାଇ ଖେଳୁଥିବା ବେଳେ ମାଆ ସ୍ମୃତିରେଖା ତାଗିଦ କରିଥିଲେ ।

ରାଗିଯିବା ସହିତ ମାନସିକ ଭାରସାମ୍ୟ ହରାଇ ଓଁ ସାଇ ଘରକୁ ଫେରି ଗାଧୁଆ ଘରେ ପଶି ଭିତର ପଟୁ କବାଟ ବନ୍ଦ କରିଦେଇଥିଲେ । ପରେ ଗଳାରେ ଗାମୁଛା ଲଗେଇ ଆତ୍ମହତ୍ୟା କରିଥିଲେ । ପରିବାର ଲୋକେ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା