Masthead

ଆଜିଠୁ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ପୁଣି ଓଡ଼ିଶାରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ଗତ କାଲି ଦିଲ୍ଲୀରେ ଏକାଠି ହୋଇଥିଲେ ୨୮ ଟି ରାଜ୍ୟର ଡ୍ରାଇଭର ସଙ୍ଘ ସଭାପତି । ଦୁଇଦିନ ପରେ ନିଷ୍ପତି ହେବ କଡାକଡି । କେନ୍ଦ୍ରସରକାରଙ୍କର କଳା ନିୟମ ଏବଂ ଓଡ଼ିଶା ସରକାରଙ୍କର ମନମାନି ବିରୋଧରେ ହେବ ଏହି ଆନ୍ଦୋଳନ । ବାହାରେ ଥିବା ଡ୍ରାଇଭରମାନଙ୍କୁ ଘରକୁ ଫେରି ଆସିବା ପାଇଁ ଭିଡ଼ିଓ କରି କହିଲେ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୋଇ ।

ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିବାକୁ କୁହାଯାଇଛି । ହିଟ୍ ଆଣ୍ଡ୍ ରନ୍ ଆଇନକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ଚାଲିଛି ଆନ୍ଦୋଳନ । ଟ୍ରକ, ବସ ଓ ଡମ୍ପର ଡ୍ରାଇଭରଙ୍କ ଆନ୍ଦୋଳନ ଜାରି ରହିଛି । ଫଳରେ ଅତ୍ୟାବଶକୀୟ ସାମଗ୍ରୀ ପହଞ୍ଚି ପାରୁନଥିବାରୁ ଅସୁବିଧାରେ ପଡିଛନ୍ତି ଗ୍ରାହକ, ବ୍ୟବସାୟୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା