‘ମୋ ବସ’ ହେବ ‘ଆମ ବସ’!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲକ୍ଷ୍ମୀ ବସ୍‌ର ନାଁ ଆଉ ରଙ୍ଗ ବଦଳିବା ପରେ ଏବେ ମୋ ବସ୍‌ର ନାଁ, ରଙ୍ଗ ବଦଳିବା ଖବର ଉପରେ ବଡ଼ ସୂଚନା ଦେଇଛନ୍ତି ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ମୋ ବସ୍‌ ନାଁ ଏବଂ ରଙ୍ଗ ବଦଳାଯିବା ନେଇ ଆଲୋଚନା ହେବ। ମୋ ବସ୍‌ ନାଁ ବଦଳି ଆମ ବସ୍‌ ହେଲେ ଭଲ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ ।

‘ମୋ’ ବସ ସେବା ଲୋକମାନଙ୍କୁ ସୁବିଧା ଯୋଗାଉଥିବା ବେଳେ ଏହା ଚାଲୁ ରହିବ । ଆବଶ୍ୟକ ପଡିଲେ ବସ୍ ସଂଖ୍ୟା ବଢାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତିା ଆଗକୁ ପ୍ରଧାନମନ୍ତ୍ରୀ ଇ-ବସ ଯୋଜନାରେ ଓଡ଼ିଶାକୁ ୪୦୦ ବସ୍ ଆସିବାକୁ ଥିବା ବେଳେ ଭୁବନେଶ୍ୱର, କଟକ ସମେତ ରାଜ୍ୟର ଅନ୍ୟାନ ସ୍ଥାନରେ ମଧ୍ୟ ଏହି ବସ୍ ଚଳାଚଳ କରିବା ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବୁଧବାର ‘ମୋ ବସ’ରେ ଯାତ୍ରା କରି ସମୀକ୍ଷା କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ବସ୍‌ ସେବା ଭଲ ଅଛି । ଟ୍ରାଫିକ୍‌ ସମସ୍ୟା, ଦୁର୍ଘଟଣା ଆଦି ପ୍ରସଙ୍ଗକୁ ଗୁରୁତ୍ୱ ସହ ନିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା