Masthead

ଦେଶର ନାଁ କେବଳ ଭାରତ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ନାଁ କେବଳ ଭାରତ ! । ଇଂରାଜୀ ନାଁ ‘ଇଣ୍ଡିଆ’ ହଟାଇବାକୁ ମୋଦି ସରକାରଙ୍କ ଯୋଜନା । ଆପ ସାଂସଦ ସଂଜୟ ସିଂଙ୍କ ବୟାନକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ଜି-୨୦ ଡିନର ପାର୍ଟି ପାଇଁ ଆମନ୍ତ୍ରଣ ପତ୍ରରେ ଲେଖାଗଲା ‘ଦି ପ୍ରେସିଡେଣ୍ଟ ଅଫ୍ ଭାରତ’ । ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆସିପାରେ ପ୍ରସ୍ତାବ । ସମ୍ବିଧାନରେ ଲେଖା ଅଛି ‘ଇଣ୍ଡିଆ’ ଦ୍ୟାଟ୍ଇଜ୍ ‘ଭାରତ’ । ସ୍ୱତନ୍ତ୍ର ଅଧିବେଶନରେ ସମ୍ବିଧାନରେ ସଂଶୋଧନ ପ୍ରସ୍ତାବ ଆସିପାରେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ