Masthead

ଦେଶର ନାଁ କେବଳ ଭାରତ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ନାଁ କେବଳ ଭାରତ ! । ଇଂରାଜୀ ନାଁ ‘ଇଣ୍ଡିଆ’ ହଟାଇବାକୁ ମୋଦି ସରକାରଙ୍କ ଯୋଜନା । ଆପ ସାଂସଦ ସଂଜୟ ସିଂଙ୍କ ବୟାନକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ଜି-୨୦ ଡିନର ପାର୍ଟି ପାଇଁ ଆମନ୍ତ୍ରଣ ପତ୍ରରେ ଲେଖାଗଲା ‘ଦି ପ୍ରେସିଡେଣ୍ଟ ଅଫ୍ ଭାରତ’ । ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆସିପାରେ ପ୍ରସ୍ତାବ । ସମ୍ବିଧାନରେ ଲେଖା ଅଛି ‘ଇଣ୍ଡିଆ’ ଦ୍ୟାଟ୍ଇଜ୍ ‘ଭାରତ’ । ସ୍ୱତନ୍ତ୍ର ଅଧିବେଶନରେ ସମ୍ବିଧାନରେ ସଂଶୋଧନ ପ୍ରସ୍ତାବ ଆସିପାରେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍