Masthead

ମନ୍ନତ ପହଞ୍ଚିଲେ ଏନସିବି ଟିମ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର କିଙ୍ଗ ଶାହରୁଖ ଖାନଙ୍କ ଏନସିବି ଟିମ ପହଞ୍ଚିଛି । ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଆଉ ଥରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ସେପଟେ ଶାହରୁଖ ଖାନ ଆର୍ଥର ରୋଡ ଜେଲକୁ ଯାଇ ପୁଅ ଆର୍ୟନକୁ ଭେଟିଥିଲେ । ଏହାର ଠିକ କିଛି ସମୟପରେ ଶାହରୁଖଙ୍କ ଘରକୁ ପହଞ୍ଚିଛି ଏନସିବି ଟିମ ।

ଏହି ପରିସ୍ଥିତିରେ ଖାନ ପରିବାରଙ୍କ ଅଡୁଆ ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଅନ୍ୟପଟେ ଅକ୍ଟୋବର ୨ ତାରିଖରେ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ୟନ ଗିରଫ ହୋଇଥିଲେ । ତାଙ୍କ ସହ ଅରବାଜ ମର୍ଚାଣ୍ଟ, ମଡେଲ ମୁମୁନ ଧାମଚା ଏବଂ ଅନ୍ୟ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ