Masthead

ଆଜି ଶପଥ ନେଲେ ନୂଆ ମନ୍ତ୍ରୀ

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): ଆଜି କର୍ଣ୍ଣାଟକରେ ସିଦ୍ଧରମେୟାଙ୍କ ପ୍ରଥମ କ୍ୟାବିନେଟ ସଂପ୍ରସାରଣ । କ୍ୟାବିନେଟରେ ସାମିଲ ହେଲେ ଆଉ ୨୪ ମନ୍ତ୍ରୀ । ସିଦ୍ଧରମେୟା ସରକାରରେ ଶପଥ ନେବେ ୨୪ ନୂଆ ମନ୍ତ୍ରୀ । ନୂଆ ମନ୍ତ୍ରୀମଣ୍ଡଳରେ ୮ ଲିଙ୍ଗାୟତ ସଂପ୍ରଦାୟର ସାମିଲ ଅଛନ୍ତି । ୨୪ ମନ୍ତ୍ରୀଙ୍କ ମଧ୍ୟରେ ୯ ଜଣ ନୂଆ ଚେହେରା ଥିବା ସୂଚନା ମିଳିଛି । ଏ ନେଇ ଦଳ ତରଫରୁ ତାଲିକା ଜାରି କରାଯାଇଛି । କାହାକୁ କେଉଁ ବିଭାଗ ଦିଆଯିବ ସେନେଇ ହାଇକମାଣ୍ଡଙ୍କ ସହ ସମସ୍ତ ଆଲୋଚନା ସରିଛି । ଆଜି ଶପଥ ଗ୍ରହଣ ପରେ ସଂନ୍ଧ୍ୟା ସୁଦ୍ଧା ବିଭାଗ ବଣ୍ଟନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା