Masthead

୨୦୨୨ ଅକ୍ଟୋବର ସୁଦ୍ଧା ଶେଷ ହେବ ନୂତନ ସଂସଦ ଭବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୨୦୨୨ ଅକ୍ଟୋବର ସୁଦ୍ଧା ଶେଷ ହେବ ନୂତନ ସଂସଦ ଭବନ ନିର୍ମାଣ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର । ସେଣ୍ଟ୍ରାଲ ଭିଷ୍ଟା ଆଭେନ୍ୟୁ ଚଳିତବର୍ଷ ନଭେମ୍ବରରେ ଶେଷ ହେବ ବୋଲି କୁହାଯାଇଛି । କେନ୍ଦ୍ରୀୟ ଭିଷ୍ଟା ମାଷ୍ଟର ପ୍ଲାନ ଅଧୀନରେ ଥିବା କେନ୍ଦ୍ରୀୟ ସଚିବାଳୟ ଭବନ, କେନ୍ଦ୍ରୀୟ ସମ୍ମିଳନୀ କକ୍ଷ, ପ୍ରଧାନମନ୍ତ୍ରୀଙ୍କ ବାସଭବନ, ଏସପିଜି ଭବନ ଏବଂ ଉପରାଷ୍ଟ୍ରପତିଙ୍କ ଭବନ ପାଇଁ ମେ ୩୧ ତାରିଖରୁ ପରିବେଶ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରି ମିଳି ସାରିଥିବା ବେଳେ ନୂତନ ସଂସଦ ଭବନ ପାଇଁ ଗତ ବର୍ଷ ଜୁନ ୧୭ ତାରିଖରେ ମଞ୍ଜୁରି ମିଳିଥିଲା। ତେବେ ଏହି ପ୍ରକଳ୍ପର ତାଲିକାଭୁକ୍ତ ହୋଇଥିବା ନିର୍ମାଣ କାର୍ଯ୍ୟ ପାଇଁ କୌଣସି ଐତିହ୍ୟ ଭବନ ଭଙ୍ଗା ଯିବ ନାହିଁ। ଏହା ସହିତ ଜାତୀୟ ସଂଗ୍ରହାଳୟ ମଧ୍ୟ ଗବେଷକଙ୍କ ପାଇଁ ସେବା ଯୋଗାଣ ଜାରି ରଖିବ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ