Masthead

ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ । ନାଁ ଘୋଷଣା କରିପାରେ ବିଜେପି । କିଏ ହେବ ମୁଖ୍ୟମନ୍ତ୍ରୀ ଏବେ ବି ଲାଗି ରହିଛି ସସପେନ୍ସ । ସେପଟେ ପାଟିରୁ ଗଲା ବିଧାୟକମାନଙ୍କୁ ନିର୍ଦ୍ଦେଶ। ରାଜଧାନୀରେ ଆସି ପହଞ୍ଚିବାକୁ ଦିଆଗଲା ନିର୍ଦ୍ଦେଶ।

କୌଣସି ମୁହୂର୍ତ୍ତରେ ଆସିପାରେ ବଡ଼ ନିଷ୍ପତ୍ତି। ଓଡ଼ିଶାକୁ ନେଇ ଦିଲ୍ଲୀରେ ଚାଲିଛି ମାନସ ମନ୍ଥନ। ମୁଖ୍ୟମନ୍ତ୍ରୀଙ୍କ ମୋଦୀଙ୍କ ଡେଡ୍ ଲାଇନ୍ ଗୋଟେ ଦିନ ବିତି ଯାଇଥିବାରୁ ଆଉ ବିଳମ୍ବ କରିବାକୁ ଚାହୁଁନି ବିଜେପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ