Masthead

ଆସନ୍ତା ୮ରୁ ନବମ-ଏକାଦଶ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୮ରୁ ନବମ-ଏକାଦଶ ପାଠପଢ଼ା ଆରମ୍ଭ । ଏନେଇ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । କରୋନା ମହାମାରୀ ପାଇଁ ୧୦ ମାସ ହେବ ସ୍କୁଲ ବନ୍ଦ ଥିଲା । ଫେବୃଆର ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ଚାଲିବ । ସୋମବାର ଠାରୁ ଶନିବାର ସକାଳ ୮.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ । ରବିବାର ବନ୍ଦ ରହିବ । ଦଶମ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ପୂର୍ବପରି ଜାରି ରହିବ । ତେବେ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଦିନ ୧୧ରୁ ୪ ପର୍ଯ୍ୟନ୍ତ ଚାଲିବ । ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି