Masthead

ନଭେମ୍ବର ୨୨ ରୁ ହେବ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା

(ବଡ଼ ଖବର ବ୍ୟୁରୋ):  ନଭେମ୍ବର ୨୨ ତାରିଖରୁ ଆରମ୍ଭ ହେବ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା । ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଦୁଇଟି ସିଟିଂରେ ହେବ ପରୀକ୍ଷା । ୨୨ ତାରିଖରେ ପ୍ରଥମ ସିଟିଂରେ ଦ୍ୱିତୀୟ ଭଷା ଓ ଦ୍ୱିତୀୟ ସିଟିଂରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ । ସେହିପରି ୨୩ ତାରିଖରେ ପ୍ରଥମ ସିଂଟିରେ ପ୍ରଥମ ଭାଷା ଓ ଦ୍ୱିତୀୟ ସିଟିଂରେ ଗଣିତ ପରୀକ୍ଷା ହେବ ।

୨୪ ତାରିଖର ପ୍ରଥମ ସିଟିଂରେ ତୃତୀୟ ଭାଷା ଓ ଦ୍ୱିତୀୟ ସିଟିଂରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ । ସୂଚନା ଅନୁଯାୟୀ ମୋଟ ୪୦ ନମ୍ବର ମାର୍କର ପରୀକ୍ଷା ହେବ । ସବଜେଟିଭ୍ ୨୦ ମାର୍କ ଓ ଅବଜେଟିଭ୍ ୨୦ ମାର୍କର ପରୀକ୍ଷା ହେବ । ନିଜ ସ୍କୁଲରେ ପରୀକ୍ଷା ଦେବେ ପିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ