Masthead

ଭାରତ-ଚୀନ ମଧ୍ୟରେ ନବମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ-ଚୀନ ସୀମା ବିବାଦ ପ୍ରସଙ୍ଗ । ଆଜି ଭାରତ ଚୀନ ମଧ୍ୟରେ ନବମ ପର୍ଯ୍ୟାୟ ଆଲୋଚନା  । ଅନ୍ୟପଟେ ଚୀନକୁ ଚେତବନୀ ଦେଇଛନ୍ତି ବାୟୁ ସେନା ମୁଖ୍ୟ । ଏଲଏସିରେ ବିବାଦ ଜନକ କାର୍ଯ୍ୟ କଲେ ଚୁପ ବସିବ ନାହିଁ ଭାରତ ବୋଲି କହିଛନ୍ତି । ପୂର୍ବ ଲଦାଖର ଏଲଏସିରେ ଚୀନ ସହ ଲାଗିରହିଥିବା ବିବାଦକୁ ନେଇ ବାୟୁସେନା ମୁଖ୍ୟ ଆରକେଏସ ଭଦୋରିଆ ଯୋଦ୍ଧପୁର ଏୟାରବେସରୁ ଚେତାବନୀ ଦେଇଛନ୍ତି ।

ଏଥିସହ ରାଫେଲ କିଣାଯିବା ପ୍ରଶ୍ନକୁ ନେଇ ମଧ୍ୟ ଉତ୍ତର ରଖିଛନ୍ତି । ଭାରତ ଓ ଫ୍ରାନ୍ସ ବାୟୁସେନାର ମିଳିତ ଯୁଦ୍ଧାଭ୍ୟାସ ଏକ୍ସରସାଇଜ୍ ଇଜର୍ଟ ନାଇଟ-୨୧ ଯୋଦ୍ଧପୁରରେ ଚାଲିଛି । ଏହି ଅବସରରେ ଦୁଇ ଦେଶର ଯୁଦ୍ଧବିମାନ ଆକାଶରେ ନୂଆ ନୂଆ କୌଶଳ ପ୍ରଦର୍ଶନ କରୁଛନ୍ତି । ଯୁଦ୍ଧାଭ୍ୟାସରେ ରାଫେଲ ସମେତ ଭାରତୀୟ ବାୟୁସେନାର ସୁଖୋଇ ଓ ମିରାଜ-୨୦୦୦ଯୁଦ୍ଧ ବିମାନ କୁ ସାମିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ