ଭାରତ-ଚୀନ ମଧ୍ୟରେ ନବମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ-ଚୀନ ସୀମା ବିବାଦ ପ୍ରସଙ୍ଗ । ଆଜି ଭାରତ ଚୀନ ମଧ୍ୟରେ ନବମ ପର୍ଯ୍ୟାୟ ଆଲୋଚନା  । ଅନ୍ୟପଟେ ଚୀନକୁ ଚେତବନୀ ଦେଇଛନ୍ତି ବାୟୁ ସେନା ମୁଖ୍ୟ । ଏଲଏସିରେ ବିବାଦ ଜନକ କାର୍ଯ୍ୟ କଲେ ଚୁପ ବସିବ ନାହିଁ ଭାରତ ବୋଲି କହିଛନ୍ତି । ପୂର୍ବ ଲଦାଖର ଏଲଏସିରେ ଚୀନ ସହ ଲାଗିରହିଥିବା ବିବାଦକୁ ନେଇ ବାୟୁସେନା ମୁଖ୍ୟ ଆରକେଏସ ଭଦୋରିଆ ଯୋଦ୍ଧପୁର ଏୟାରବେସରୁ ଚେତାବନୀ ଦେଇଛନ୍ତି ।

ଏଥିସହ ରାଫେଲ କିଣାଯିବା ପ୍ରଶ୍ନକୁ ନେଇ ମଧ୍ୟ ଉତ୍ତର ରଖିଛନ୍ତି । ଭାରତ ଓ ଫ୍ରାନ୍ସ ବାୟୁସେନାର ମିଳିତ ଯୁଦ୍ଧାଭ୍ୟାସ ଏକ୍ସରସାଇଜ୍ ଇଜର୍ଟ ନାଇଟ-୨୧ ଯୋଦ୍ଧପୁରରେ ଚାଲିଛି । ଏହି ଅବସରରେ ଦୁଇ ଦେଶର ଯୁଦ୍ଧବିମାନ ଆକାଶରେ ନୂଆ ନୂଆ କୌଶଳ ପ୍ରଦର୍ଶନ କରୁଛନ୍ତି । ଯୁଦ୍ଧାଭ୍ୟାସରେ ରାଫେଲ ସମେତ ଭାରତୀୟ ବାୟୁସେନାର ସୁଖୋଇ ଓ ମିରାଜ-୨୦୦୦ଯୁଦ୍ଧ ବିମାନ କୁ ସାମିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’