Masthead

ମୁଖ୍ୟମନ୍ତ୍ରୀ ପଦକ ପାଇଁ ନାମ ଘୋଷିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦକ ପାଇଁ ନାମ ଘୋଷିତ । ବିଭାଗର ସୁପାରିଶ କ୍ରମେ ନାଁ ଘୋଷଣା କଲା ରାଜ୍ୟ ଗୃହ ବିଭାଗ । ତଦନ୍ତ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଘୋଷଣା ହେଲା ମୁଖ୍ୟମନ୍ତ୍ରୀ ପଦକ । ୫ଟି ଅଧୀନରେ ମୁଖ୍ୟମନ୍ତ୍ରୀ ପଦକ ପାଇବାକୁ ୬୪ଜଣ ମନୋନିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ପଦକ ପାଇବା ପାଇଁ କ୍ରାଇମ ବ୍ରାଞ୍ଚ, ଏସଟିଏଫ୍, ଇଓଡବ୍ଲ୍ୟୁ, ଭିଜିଲାନ୍ସ, ଜିଲ୍ଲା ପୋଲିସରୁ ମନୋନୀତ ହୋଇଛନ୍ତି । ଗୃହ ବିଭାଗ ଏସସିଏସ୍ଙ୍କ ଅଧୀନରେ ଗଠିତ ହୋଇଥିଲା କମିଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍