Masthead

ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ ନୋଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆରବିଆଇର ବଡ଼ ନିଷ୍ପତ୍ତି । ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କଲା ଆରବିଆଇ । ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ ନୋଟ । ଏବେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟ୍ ସଚଳ ରହିବ । ୩୦ ଡିସେମ୍ବର ସୁଦ୍ଧା ଅଚଳ ହେବ ୨ ହଜାର ଟଙ୍କିଆ ନୋଟ ।

୨୦୧୬ ମସିହାରେ ହୋଇଥିବା ନୋଟ ବନ୍ଦୀ ସମୟରେ ରିଜର୍ଭ ବ୍ୟାଙ୍କ ୨୦୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲା । ୨୦୧୮-୧୯ରୁ ଏହି ବଡ଼ ନୋଟ୍ର ଛପା ବନ୍ଦ କରାଯାଇସାରିଛି। ଏମିତିରେ ଦେଖିବାକୁ ଗଲେ ଦୁଇ ହଜାର ଟଙ୍କିଆ ନୋଟ୍ର ଯାତ୍ରା ୨୦୧୮ରୁ ୨୦୧୮ ଭିତରେ ସୀମିତ ଥିଲା। ସେହି ସମୟରେ ଏହି ଗୋଲାପି ନୋଟ୍କୁ ଦେଖିବାକୁ ମିଳୁଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା