Masthead

୫ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । କରୋନା ତାର କାୟା ବିସ୍ତାର କରି ଚାଲିଛି । ମଙ୍ଗଳବାର ରାଜ୍ୟରେ ୪ ହଜାର ପାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୪୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ୩ ଜଣ ନୂଆପଡାରୁ ଥିବାବେଳେ କେନ୍ଦୁଝର, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୭୮୫, ଲୋକାଲ କେସ୍ ୧୯୭୬ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୮୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା ।

ସୁନ୍ଦରଗଡ଼ରୁ ୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ । ନୂଆପଡା ୫୩୪, ବଲାଙ୍ଗିର ୩୨୨, ଝାରସୁଗୁଡା ୨୩୪, ବରଗଡ଼ ୧୯୮, ପୁରୀ ୧୯୩, ସମ୍ବଲପୁର ୧୮୩, କଟକ ୧୭୬, କଳାହାଣ୍ଡିରୁ ୧୬୭, ଷ୍ଟେଟ ପୁଲ ୧୬୦, ନବରଙ୍ଗପୁର ୧୫୪, କେନ୍ଦୁଝର ୧୦୩, ମୟୂରଭଞ୍ଜ ଓ ଯାଜପୁର ୮୬ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୮୪, ଅନୁଗୁଳ ୮୧, ନୟାଗଡରୁ ଓ ଭଦ୍ରକରୁ ୬୩, ରାୟଗଡାରୁ ୬୦, କେନ୍ଦ୍ରାପଡା ୫୦, ଗଞ୍ଜାମ ୪୯, ସୋନପୁର ୪୭, ଦେଓଗଡରୁ, କୋରାପୁଟ ଓ ଗଜପତି ୩୧, କନ୍ଧମାଳ ୨୫, ବୌଦ୍ଧରୁ ୨୩, ଜଗତସିଂହପୁର ୨୨, ଢେଙ୍କାନାଳ ଓ ମାଲକାନାଗିରିରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୭୭ହଜାର ୪୬୪ରେ ପହଞ୍ଚିଛି । ସେପଟେ ସୁସ୍ଥ ହୋଇଛନ୍ତି ୩ଲକ୍ଷ ୪୭ହଜାର ୬୩୭ଜଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ