Masthead

ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯୫ ରହିଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି । କେରଳରେ ସର୍ବାଧିକ ୧୩୩୬ ରହିଥିବାବେଳେ ମହାରାଷ୍ଟ୍ର ୪୬୭, ଦିଲ୍ଲୀରେ ୩୭୫ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୬୮୫ଟି ନୂଆ ମାମଲା ଚିହ୍ନଟ ହୋଇଛି । ୨୪ ଘଣ୍ଟା ଭିତରେ କରୋନା ଯୋଗୁଁ ୪ ଜଣଙ୍କର ଜୀବନ ଯାଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି ।

ଦିଲ୍ଲୀ, କେରଳ, କର୍ଣ୍ଣାଟକ ଏବଂ ଉତ୍ତର ପ୍ରଦେଶରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ସେପଟେ ରାଜ୍ୟରେ ପ୍ରଥମ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱରରେ ଜଣେ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା । କିଛି ଦିନ ତଳେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଥିବା କୁହାଯାଉଛି । ଉକ୍ତ ବ୍ୟକ୍ତି ୪ ଦିନ ତଳେ କୋଭିଡରେ ଆକ୍ରାନ୍ତ ହୋଇଥିଲେ । ସମ୍ପୃକ୍ତ ବ୍ୟକ୍ତି ଏକାଧିକ ଜଟିଳ ରୋଗରେ ପୀଡିତ ଥିଲେ । ତେବେ ରାଜ୍ୟରେ କୋଭିଡ୍ ମୃତ୍ୟୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏଯାଏଁ କୌଣସି ସୂଚନା ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା