Masthead

ରାଜ୍ୟରେ ବଢିବାରେ ଲାଗିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଭୟ କମିନଥିବା ବେଳେ ହୁ ହୁ ହୋଇ ମାଡୁଛି ଡେଙ୍ଗୁ । ରାଜ୍ୟରେ ବଢିବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ରାଜଧାନୀରେ ବସ୍ତି ଅଞ୍ଚଳ ଅପେକ୍ଷା ଜନଗହଳି ଅଞ୍ଚଳରୁ ଅଧିକ ଡେଙ୍ଗୁ ବାହାରୁଛି। ବର୍ତ୍ତମାନ ରାଜ୍ୟରେ ୬୧୪ ଡେଙ୍ଗୁ ରୋଗୀ ଥିବା ବେଳେ ବିଏମସି ଅଞ୍ଚଳରୁ ସର୍ବାଧିକ ୪୮୨ଟି କେସ୍ ଏବଂ କଟକରୁ ୩୧ଟି କେସ୍ ବାହାରିଛି। ଭୁବନେଶ୍ୱର ୩ ଟି ସ୍ଥାନରେ ମାଗଣା ଡେଙ୍ଗୁ ପରୀକ୍ଷା ପାଇଁ ବ୍ୟବସ୍ଥା କରାଯାଇଛ।

ଶୁକ୍ରବାର ଡେଙ୍ଗୁକୁ ନିୟନ୍ତ୍ରଣ କରାଯିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସରକାର ପକ୍ଷରୁ ଯେଉଁ ସ୍ଥାନରେ ଟେଷ୍ଟ ପାଇଁ ବ୍ୟବସ୍ଥା କରାଯାଇଛି ସେଇଠି କରନ୍ତୁ ବୋଲି ଲୋକଙ୍କୁ ସରକାର ନିବେଦନ କରିଛନ୍ତି। ଯେଉଁ ପ୍ରାଇଭେଟ ଲ୍ୟାବରେ ଲୋକ ପରୀକ୍ଷା କରାଉଛନ୍ତି ଯଦି କାହାର ପଜିଟିଭ ଆସିଲା ଏବଂ ଡେଙ୍ଗୁରେ ମୃତ୍ୟୁ ହେଲା ତାହା ସ୍ୱାସ୍ଥ୍ୟ ବିଭାଗକୁ ଜଣାଇବା ଆବଶ୍ୟକ। ଲୋକେ ଭୟଭୀତ ନହେବା  ଉଚିତ । ସରକାରୀ ସ୍ତରରେ ମଧ୍ୟ ଏହି ରୋଗର ନିୟନ୍ତ୍ରଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଉଛି। କିପରି ବିଏମସି ଅଞ୍ଚଳରୁ ଏହାର ନିରାକାରଣ ହୋଇ ପାରିବ ସେଥିପାଇଁ ବିଏମସି ଅଞ୍ଚଳରେ ଅଧିକ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି