Masthead

କମୁଛି ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୭ହଜାର ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୨୧ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛନ୍ତି ୩୦୮୧ । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୭ଜଣ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସେହିପରି ଅନୁଗୁଳରୁ ୩୮୮ଜଣ, ବାଲେଶ୍ୱରରୁ ୩୩୧ଜଣ, ବରଗଡ଼ରୁ ୧୧୭ ଜଣ, ଭଦ୍ରକରୁ ୨୬୭ଜଣ, ବଲାଙ୍ଗୀରରୁ ୮୯ ଜଣ, ବୌଦ୍ଧରୁ ୧୩୪ଜଣ, କଟକରୁ ୭୭୧ଜଣ, ଦେବଗଡ଼ରୁ ୬୪ ଜଣ, ଢେଙ୍କାନାଳରୁ ୧୦୬ଜଣ, ଗଜପତିରୁ ୪୮ ଜଣ, ଗଞ୍ଜାମରୁ ୭୪ ଜଣ, ଜଗତସିଂହପୁରରୁ ୨୩୨ ଜଣ, ଯାଜପୁରରୁ ୪୮୬ ଜଣ, ଝାରସୁଗୁଡ଼ାରୁ ୯୭ ଜଣ।

କଳାହାଣ୍ଡିରୁ ୧୦୩ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୮୮ଜଣ, କେଉଁଝରରୁ ୧୪୮ଜଣ, କୋରାପୁଟରୁ ୧୫୮ ଜଣ, ମାଲକାନଗିରିରୁ ୯୫ଜଣ, ମୟୁରଭଞ୍ଜରୁ ୩୭୦ଜଣ, ନବରଙ୍ଗପୁରରୁ ୧୯୮ ଜଣ, ନୟାଗଡ଼ରୁ ୧୯୬ଜଣ, ନୂଆପଡ଼ାରୁ ୨୮ ଜଣ, ପୁରୀରୁ ୩୦୬ ଜଣ, ରାୟଗଡ଼ାରୁ ୨୨୨ ଜଣ, ସମ୍ୱଲପୁରରୁ ୧୦୭ଜଣ, ସୋନପୁରରୁ ୫୯, ସୁନ୍ଦରଗଡ଼ରୁ ୨୪୩ ଓ ଷ୍ଟେଟ ପୁଲରୁ ୨୦୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୮,୧୩୦୯୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ସୁସ୍ଥହୋଇ ଘରକୁ ଫେରିଛନ୍ତି ୭ଲକ୍ଷ ୩୨ହଜାର ୧୮ଜଣ । ଏବେ ବି ୭୮ହଜାର ୩୧ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା