Masthead

ବଢିଲା ଯୁକ୍ତ ୩ ଆସନ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଉଚ୍ଚଶିକ୍ଷା କ୍ଷେତ୍ରକୁ ଏକ ବଡ ପ୍ରୋତ୍ସାହନ ଦେଇ ଓଡ଼ିଶା ସରକାର ଚଳିତ ବର୍ଷ ପାଇଁ ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ (ଇୟୁଜି) ସିଟ୍ ବୃଦ୍ଧି କରାଯିବ । ପୂର୍ବ ବର୍ଷ ଛାତ୍ରଛାତ୍ରୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଓଡିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ସୂଚନା ଅନୁଯାୟୀ ରାଜ୍ୟରେ ବିଭିନ୍ନ କଲେଜରେ ମୋଟ ୧୦ ହଜାର ୩୭୨ ଟି ଅତିରିକ୍ତ ସିଟ୍ ବୃଦ୍ଧି କରାଯାଇଛି । ଏହି ସିଟ୍ ବୃଦ୍ଧି ଫଳରେ ଅଧିକ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାର ସୁଯୋଗ ମିଳିବ ବୋଲି ଆଶା କରାଯାଉଛି । ରାଜ୍ୟ ସାର୍ବଜନୀନ ବିଶ୍ୱ ବିଦ୍ୟାଳୟ ଗୁଡିକରେ ୧୨୧୬ଟି ଅତିରିକ୍ତ ସିଟ୍ ବୃଦ୍ଧି କରାଯାଇଛି । ସରକାରୀ କଲେଜଗୁଡିକରେ ୪୬୮୪ଟି ଅତିରିକ୍ତ ସିଟ୍ ବୃଦ୍ଧି କରାଯାଇଥିବା ବେଳେ ୪୮୮ ବର୍ଗ କଲେଜଗୁଡିକରେ ୩ ହଜାର ୪୧୬ଟି ଅତିରିକ୍ତ ଆସନ ବୃଦ୍ଧି କରାଯାଇଛି । ଏହା ସହ ଅନୁଦାନପ୍ରାପ୍ତ ୬୬୨ କଲେଜଗୁଡିକରେ ୧,୦୫୬ଟି ଅତିରିକ୍ତ ଆସନ ଯୋଡା ଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ