Masthead

ରାଜ୍ୟରେ ବଢୁଛିି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟେ ପରେ ଗୋଟେ ଜିଲ୍ଲାରେ କାୟା ବିସ୍ତାର କରୁଛି ସ୍କ୍ରବ ଟାଇଫସ୍ । ୨୪ ଘଣ୍ଟାରେ ପୁଣି ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି ପାଇଛି । ଏହିରୋଗରେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି ।

ସେହପରି ବଲାଙ୍ଗୀରରେ ମଧ୍ୟ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ଦୁଇମାସ ମଧ୍ୟରେ ବଲାଙ୍ଗୀରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୭ ଛୁଇଁଛି । ଲୋକଙ୍କୁ ଅଧିକ ସଚେତନତା କରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି । ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ମଧ୍ୟ ପ୍ରସ୍ତୁତ ଥିବା କହିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ବର୍ଷା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବର୍ଷା କମିଲେ ଏହା ଧୀରେ ଧୀରେ କମିଯିବ ବୋଲି କହିଛନ୍ତି ଚିକିତ୍ସାଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର