Masthead

ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ସ୍କବ ଟାଇଫସ । ରାଜ୍ୟରେ ଏବେ ଡେଙ୍ଗୁ ଚିନ୍ତା ନ ଯାଇଥିବା ବେଳେ ସ୍କ୍ରବ ଟାଇଫସ୍ ଚିନ୍ତା ବଢ଼ାଇଲାଣି । ବରଗଡରେ ସର୍ବାଧିକ ମାମଲା ଦେଖିବାକୁ ମିଳୁଛି । ଗୋଟିଏ ଦିନରେ ସୁନ୍ଦରଗଡ଼ରେ ୨୭ ପଜିଟିଭ ଜିହ୍ନଟ ହୋଇଛନ୍ତି । ସ୍କ୍ରବ ଟାଇଫସ୍ ବଢ଼ୁଥିବାରୁ ଏହାର ପ୍ରତିକାର ପାଇଁ ସମସ୍ତ ଜିଲ୍ଲାର ସିଡିଏମଓ ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକା ଚିଠିରେ ଉଲ୍ଲେଖ କରାଇଛନ୍ତି କି, ହସ୍ପିଟାଲରେ ଡିପିଏଚ୍ଏଲ୍ ମାଧ୍ୟମରେ ରୋଗର ଟେଷ୍ଟିଂ କିଟ ମହଜୁଦ ରଖିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାିଛି ।ସ୍କବ ଟାଇଫସରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୁନ୍ଦରଗଡ଼ରେ ସ୍କବ ଟାଇଫଓ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି । ସେପଟେ ବରଗଡ଼ ଜିଲ୍ଲା ପଦ୍ମପୁର ଉପରଖଣ୍ଡରେ ଆତଙ୍କ ଖେଳାଇଛି ସ୍କ୍ରବ ଟାଇଫସ । ଗତକାଲି ୧୪ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୫ ଜଣଙ୍କ ସ୍କ୍ରବ ଟାଇଫଓ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଓøଷଧ, ବ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା