Masthead

ଆଜି ବ୍ୟାଘ୍ର ଦିବସ, ରାଜ୍ୟରେ ବାଘ ସଂଖ୍ୟାକୁ ନେଇ ବଢୁଛି ଚିନ୍ତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି କମିଲା ବାଘ ସଂଖ୍ୟା । ରାଜ୍ୟରେ ଏବେ ଅଛନ୍ତି ୨୦ଟି ବାଘ । ୨୦୧୮ ଗଣନାରେ ରାଜ୍ୟରେ ଥିଲେ ୨୮ଟି ବାଘ । ଶିମିଳିପାଳରେ ବାଘ ସଂଖ୍ୟା ୮ରୁ ୧୬କୁ ବୃଦ୍ଧି ପାଇଛି । ବିଶ୍ୱ ବ୍ୟାଘ୍ର ଦିବସ ଅବସରରେ ଭାରତ ସରକାରଙ୍କ ପ’ରୁ ଏନେଇ ରିପୋର୍ଟ ପ୍ରଦାନ କରାଯାଇଛି । ୨୦୦୬ରେ ବାଘ ସଂଖ୍ୟା ରାଜ୍ୟରେ ୪୫ ଥିବା ବେଳେ ୨୦୧୦ରେ ତାହା ଖସି ଆସି ୩୨ରେ ପହଂଚିଥିଲା ।

ଏହାସହ ୨୦୧୪ରେ ୨୮, ୨୦୧୮ରେ ମଧ୍ୟ ୨୮ଟି ବାଘ ରାଜ୍ୟରେ ଥିଲେ । ହେଲେ ୨୦୨୨ରେ ବାଘ ସଂଖ୍ୟା ଆହୁରି କମିଯାଇଛି । ରାଜ୍ୟରେ ଏବେ ଅଛନ୍ତି ୨୦ଟି ବାଘ । ଦିନକୁ ଦିନ ବାଘ ସଂଖ୍ୟା କମୁଥିବା ଦେଖିବାକୁ ମିଳୁଛି । ସେପଟେ ବିଶ୍ୱ ବ୍ୟାଘ୍ର ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୧୫ ଫୁଟ ଲମ୍ବର ବାଲୁକା କଳା କରିଛନ୍ତି । ବାଘଙ୍କ ସହ ପରିବେଶ ସୁରକ୍ଷାର ଦେଇଛନ୍ତି ସୁରକ୍ଷା ବାର୍ତା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ