Masthead

ଲଦାଖରେ ବଢିଲା ସେନା ସଂଖ୍ୟା, ଚାଇନାର ପ୍ରତ୍ୟେକ ଗତିବିଧିରେ ରଖିବେ ନଜର

ଜାମ୍ମୁ-କଶ୍ମୀର (ବଡ଼ ଖବର ବ୍ୟୁରୋ): ଲଦାଖରେ ଚାଇନାରେ ଲାଗି ରହିଛି ସୀମା ବିବାଦ । ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ତାର ତୀକ୍ଷ୍ଣ ନଜରକୁ ବଢାଇ ଦେଇଛି । ପ୍ରତ୍ୟକ ସ୍ଥାନରେ ସେନା ମୁତୟନ କରାଯାଇଛି । ଏହାସହ ଚାଇନାର ପ୍ରତିଟି ଗତିବିଧି ଉପରେ କଡା ନଜର ରଖଛି ଭାରତୀୟ ସେନା ।

ପୌଂଗୋଂଗ ହ୍ରଦ ନିକଟର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି । ଯେଉଁଥିରେ ଦେଖାଯାଇଛି କି ଏଲଏସିରେ ଭାରତୀୟ ସେନାର ଯବାନ ମାରାଥନ ଦୃଷ୍ଟି ରଖୁଛନ୍ତି । ଗଲୱାନ ଘାଟି ନିକଟରେ ମୁତୟନ ଥିବା ଭାରତୀୟ ସେନାର ଫର୍ମେଶନ ନିକଟରେ ଘୋଡା ଓ ଖଚ୍ଚରରେ ଯାଇ ଏଲଏସି ନିକଟରେ ଥିବା ଅଞ୍ଚଳର ସର୍ବେକ୍ଷଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି