Masthead

ଦୁଇ ଓଡ଼ିଆ ଖେଳାଳିଙ୍କୁ ୫୦ ହଜାର ପୁରସ୍କାର ଦେବ ଓଏଏ

ଭୁବନେଶ୍ୱର (ବଡ଼ ଖବରବ ବ୍ୟୁରୋ): ଦୁଇ ଓଡ଼ିଆ ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କୁ ଓଡିଶା ଅଲମ୍ପିକ ସଂଘର ପୁରସ୍କାର ଘୋଷଣା । ଉଭୟ ଖେଳାଳିଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ପୁରସ୍କାର ଦେବ ଓଡିଶା ଅଲମ୍ପିକ ସଂଘ । ପୂର୍ବରୁ ଖେଳାଳିଙ୍କୁ ଉତ୍ସାହିତ କରିବାକୁ ସଂଘ, ପୁରସ୍କାର ରାଶି ଘୋଷଣା କରିଥିଲା ।

ଟିମ ପରାସ୍ତ ହୋଇଥିଲେ ମଧ୍ୟ ଦୁଇ ଖେଳାଳିଙ୍କୁ ପୁରସ୍କାର ରାଶି ପ୍ରଦାନ କରିବ ସଂଘ । ପୁରୁଷ ଟିମର ଦୁଇ ଓଡିଆ ଖେଳାଳି ଓ ମହିଳା ଖେଳାଳି ଦୁଇଜଣ ଫେରିବା ପରେ ରାଜ୍ୟ ଅଲମ୍ପିକ ସଂଘ ସମ୍ବର୍ଦ୍ଧିତ କରିବ କହିଛନ୍ତି, ସମ୍ପାଦକ ଅଭିଜିତ ପାଲ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି