Masthead

ଲଣ୍ଡନ ଓ ଆଇସଲାଣ୍ଡରେ ରିଲିଜ୍ ହେଲା ଓଡ଼ିଆ ଫିଲ୍ମ ‘ଫାଲଗୁନ ଚୈତ୍ର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଣ୍ଡନ ଓ ଆଇସଲାଣ୍ଡରେ ରିଲିଜ୍ ହେଲା ଓଡ଼ିଆ ଫିଲ୍ମ ଫାଲଗୁନ ଚୈତ୍ର । କନେକ୍ଟଭିଆ ମିଡିଆ ଦ୍ୱାରା ପ୍ରସ୍ତୁତ ଆଦ୍ୟା ଜଗଦେ୍ଦବ ପ୍ରଡକ୍ସନ୍ ବ୍ୟାନରେ ନିର୍ମିତ ଫାଲଗୁନ ଚୈତ୍ରର ନିର୍ଦ୍ଦେଶକ ତରୁଣ କୁମାର ଦାସଙ୍କୁ ଲଣ୍ଡନ ଓ ଆଇସଲାଣ୍ଡର ଓଡ଼ିଆ ଦର୍ଶକମାନେ ଭୂୟଅସୀ ପ୍ରଶଂସା କରିଛନ୍ତି । ଦେଶ ବିଦେଶରେ ଓଡ଼ିଆ ଭାଷା, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ନିର୍ଦ୍ଦେଶକ ତରୁଣ କୁମାର ଦାସ ପ୍ରତିଶ୍ରୁତିବନ୍ଧ ବୋଲି କହିଛନ୍ତି । ଲଣ୍ଡନ ଓ ଆଇସଲାଣ୍ଡରେ ଥିବା ଓଡ଼ିଆମାନଙ୍କ ପାଖରେ ଓଡ଼ିଆ ସିନେମା ଫାଲଗୁନ ଚୈତ୍ର ପହଞ୍ଚିବା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ନିଶ୍ଚୟ । ବିଦେଶରେ ରହୁଥିବା ଓଡ଼ିଆଙ୍କ ପାଖରେ ଓଡ଼ିଆପଣର ଟିକିଏ ଛିଟା ପକାଇବା କନେକ୍ଟଭିଆ ମିଡିଆର ଲକ୍ଷ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ